ଲିଙ୍ଗରାଜ ମହାପ୍ରଭୁଙ୍କର ଚଳନ୍ତି ପ୍ରତିମା ଚନ୍ଦ୍ରଶେଖରଙ୍କ ସହିତ ବାସୁଦେବ ଓ ଲକ୍ଷ୍ମୀରୂପୀ ରୁକ୍ମିଣୀ ରଥଯାତ୍ରାରେ ଯାଉଥିବା ହେତୁ ରୁକ୍ମିଣୀଙ୍କ ନାମରେ ଏହି ରଥକୁ ରୁକୁଣା ରଥ କୁହାଯାଏ । ଚୈତ୍ର ମାସ ଶୁକ୍ଳପକ୍ଷ ପୁନର୍ବସୁ ନକ୍ଷତ୍ରଯୁକ୍ତ ଅଷ୍ଟମୀ ତିଥିରେ ଅନୁଷ୍ଠିତ ହେଉଥିବା ରଥଯାତ୍ରା ଉତ୍ସବରେ ଲିଙ୍ଗରାଜଙ୍କୁ ଅଶୋକ ଫୁଲର କଢ଼ି ସମର୍ପଣ କରାଯାଉଥିବା ହେତୁ ଏହାକୁ…
